Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କଲି ଠୁ ବୈଷୟିକ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିବାରେ  ଲାଗିଛି । ଏହାକୁ ଦୃଷ୍ଟିରେ ରଖି କାଲି ଠାରୁ ରାଜ୍ୟରେ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡିକୁ ଛୁଟି ଘୋଷଣା କରାଯାଇଛି ।  ଏପ୍ରିଲ୍‌୨୮ରୁ  ମେ ୨ ତାରିଖ ଯାଏଁ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି  ଘୋଷଣା କରାଯାଇଛି।  କ୍ଲାସ୍‌ ବନ୍ଦ ରହିଥିଲେ ମଧ୍ୟ ଏହି ସମୟ ମଧ୍ୟରେ ହେବାକୁ ଥିବା ପରୀକ୍ଷା ଚାଲୁ ରହିବ । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ସୂଚନା ଦିଆଯାଇଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like